ଯିଖରୀୟ 6:6 - ଓଡିଆ ବାଇବେଲ6 ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ୱଗଣ ପଶ୍ଚିମ ଦେଶ ଆଡେ ଗଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ୱଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ।” Gade chapit laପବିତ୍ର ବାଇବଲ (Re-edited) - (BSI)6 ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ଵଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ଵଗଣ ସେମାନଙ୍କ ପଶ୍ଚାଦ୍ଗମନ କଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ଵଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ୱଗଣ ପଶ୍ଚିମ ଦେଶ ଆଡ଼େ ଗଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ୱଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ। Gade chapit laପବିତ୍ର ବାଇବଲ6 କୃଷ୍ଣବର୍ଣ୍ଣ ଅଶ୍ୱଗୁଡ଼ିକ ଦ୍ୱାରା ଟଣାଯାଉଥିବା ରଥ ଉତ୍ତର ଦିଗର ଦେଶ ଆଡ଼କୁ ଯିବେ, ଲାଲ ଅଶ୍ୱଗୁଡ଼ିକ ଦ୍ୱାରା ଟଣାଯାଉଥିବା ରଥ ପୂର୍ବ ଦିଗର ଦେଶ ଆଡ଼େ, ଧଳା ଘୋଡ଼ାଗୁଡ଼ିକ ଦ୍ୱାରା ଟଣାଯାଉଥିବା ପଶ୍ଚିମ ଦିଗର ଦେଶଆଡ଼େ ଓ ପାଣ୍ତୁର ଅଶ୍ୱଗୁଡ଼ିକ ଦ୍ୱାରା ଟଣାଯାଉଥିବା ରଥ ଦକ୍ଷିଣ ଦିଗର ଦେଶଆଡ଼େ ଯିବେ।” Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତ ବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।