Biblia Todo Logo
Bib sou entènèt

- Piblisite -




ଯିଖରୀୟ 7:1 - ଓଡିଆ ବାଇବେଲ

1 ପୁଣି, ଦାରୀୟାବସ ରାଜାର ରାଜତ୍ୱର ଚତୁର୍ଥ ବର୍ଷରେ,କିଷ୍‍ଲେବ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପୁଣି, ଦାରୀୟାବସ୍ ରାଜାର ଅଧିକାରର ଚତୁର୍ଥ ବର୍ଷରେ,କିଷ୍ଲେବ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପୁଣି, ଦାରୀୟାବସ ରାଜାର ରାଜତ୍ଵର ଚତୁର୍ଥ ବର୍ଷରେ, କିଶ୍ଲେବ୍‍ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ

1 ରାଜା ଦାରିୟାବସଙ୍କ ରାଜତ୍ୱର ଚତୁର୍ଥ ବର୍ଷରେ ସଦାପ୍ରଭୁ ଏହି ବାର୍ତ୍ତା ଯିଖରିୟଙ୍କୁ ପଠାଇଲେ। ଏହା ତାଙ୍କ ରାଜତ୍ୱର ଚତୁର୍ଥ ବର୍ଷର କି‌ଷ୍‌ଲେବ ନାମକ ନବମ ମାସର ଚତୁର୍ଥ ଦିବସ ଥିଲା।

Gade chapit la Kopi




ଯିଖରୀୟ 7:1
6 Referans Kwoze  

ହଖଲୀୟର ପୁତ୍ର ନିହିମୀୟାଙ୍କର ବାକ୍ୟ। କୋଡ଼ିଏତମ ବର୍ଷର କିଶ୍‍ଲେବ୍‍ ମାସରେ ମୁଁ ଶୂଶନ୍‍ ରାଜଧାନୀରେ ଥିଲି।


ଦାରୀୟାବସର ରାଜତ୍ଵର ଦ୍ୱିତୀୟ ବର୍ଷର ଅଷ୍ଟମ ମାସରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;


ଏଥିଉତ୍ତାରେ ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,


ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,


Swiv nou:

Piblisite


Piblisite