ଯିଖରୀୟ 7:12 - ଓଡିଆ ବାଇବେଲ12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ଵାରା ପୂର୍ବକାଳର ଭବିଷ୍ୟଦ୍-ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥି ସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା। Gade chapit laପବିତ୍ର ବାଇବଲ12 ସେମାନେ ଜିଦ୍ଖୋର ଏବଂ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କ ପୂର୍ବରୁ ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ପଠାଇଥିବା ନିର୍ଦ୍ଦେଶ ମାନିବାକୁ ମନା କଲେ। ତେଣୁ ସର୍ବଶକ୍ତିମାନ ସଦାପ୍ରଭୁ ବିଶେଷ କ୍ରୋଧାନ୍ୱିତ ହେଲେ। Gade chapit la |
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।