ଯିଖରୀୟ 7:13 - ଓଡିଆ ବାଇବେଲ13 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ, Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି, ସେ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହିଲେ, ଆମ୍ଭେ ଶୁଣିବା ନାହିଁ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ, Gade chapit laପବିତ୍ର ବାଇବଲ13 ଯେତେବେଳେ ସେମାନଙ୍କୁ ସେ ଡାକିଲେ, “ସେମାନେ ଶୁଣିଲେ ନାହିଁ। ସେଥିପାଇଁ ସେମାନେ ଯେତେବେଳେ ଆମ୍ଭକୁ ଡାକିବେ ଆମ୍ଭେ ମଧ୍ୟ ଶୁଣିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହନ୍ତି। Gade chapit la |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।