ଯିଖରୀୟ 7:2 - ଓଡିଆ ବାଇବେଲ2 ସେହି ସମୟରେ ବେଥେଲ୍ସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)2 ସେସମୟରେ ବୈଥେଲସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଏହି କଥା ପଚାରିବା ପାଇଁ ପ୍ରେରଣ କରିଥିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହି ସମୟରେ ବେଥେଲ୍ସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ, Gade chapit laପବିତ୍ର ବାଇବଲ2 ବୈଥେଲସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ତାଙ୍କ ଲୋକଙ୍କୁ ସଦାପ୍ରଭୁଙ୍କର ଅନୁଗ୍ରହ ଦେଖିବା ପାଇଁ ପ୍ରେରଣ କଲେ। Gade chapit la |
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।