ଯିଖରୀୟ 8:14 - ଓଡିଆ ବାଇବେଲ14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୋଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଂକଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୁଦ୍ଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଙ୍କଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୋଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଂକଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ14 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର କ୍ରୋଧାନ୍ୱିତ କରିଥିଲେ। ତେଣୁ କରି ଆମ୍ଭେ ସଂକଳ୍ପ ସହିତ ତୁମ୍ଭମାନଙ୍କୁ ଦଣ୍ତ ଦେବାକୁ ନିଷ୍ପତ୍ତି ନେଇଥିଲୁ।” ଏହା ସର୍ବଶକ୍ତିମାନ ସଦାପ୍ରଭୁ କହିଲେ। Gade chapit la |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”