ଯିଖରୀୟ 9:9 - ଓଡିଆ ବାଇବେଲ9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର; ଗୋ ଯିରୂଶାଲମ କନ୍ୟେ, ଜୟଧ୍ଵନି କର; ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି। Gade chapit laପବିତ୍ର ବାଇବଲ9 ହେ ସିୟୋନର କନ୍ୟା ଆନନ୍ଦ କର! ହେ ଯିରୁଶାଲମର କନ୍ୟା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜୟଲାଭ କରିଛନ୍ତି। ସେ ଅତ୍ୟନ୍ତ ନମ୍ର। ସେ ଏକ ଯୁବ ଗଧ ଉପରେ ବସି ଆସୁଛନ୍ତି। Gade chapit la |
ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତ ବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।