ସିଫନୀୟ 1:10 - ଓଡିଆ ବାଇବେଲ10 ପୁଣି, ସଦାପ୍ରଭୁ କହନ୍ତି, ସେହି ଦିନ ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ ଓ ଉପ-ପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି, ସଦାପ୍ରଭୁ କହନ୍ତି, ସେଦିନ ମତ୍ସ୍ୟଦ୍ଵାରଠାରୁ କ୍ରନ୍ଦନର ଶଦ୍ଦ ଓ (ନଗରର) ଦ୍ଵିତୀୟ ବିଭାଗଠାରୁ ହାହାକାର ଶଦ୍ଦ ଓ ଉପପର୍ବତଗଣରୁ ମହାଭଙ୍ଗର ଶଦ୍ଦ ଶୁଣାଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସଦାପ୍ରଭୁ କହନ୍ତି, “ସେହି ଦିନ ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ ଓ ଉପପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ। Gade chapit laପବିତ୍ର ବାଇବଲ10 ସଦାପ୍ରଭୁ ମଧ୍ୟ କହିଲେ, “ସେହି ସମୟରେ ଯିରୁଶାଲମର ମତ୍ସ୍ୟ ଦ୍ୱାରଠାରେ ସାହାଯ୍ୟ ପାଇଁ ଡାକୁଥିବେ। ଲୋକମାନେ ସହରର ଅନ୍ୟ ପାର୍ଶ୍ୱରେ ମଧ୍ୟ ସାହାଯ୍ୟ ପାଇଁ ଚିତ୍କାର କରୁଥିବେ। ସେମାନେ ମଧ୍ୟ ପାହାଡ଼ମାନଙ୍କରୁ ଖୁବ୍ ଜୋର୍ରେ ଶବ୍ଦ ଶୁଣିବେ। Gade chapit la |
ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ, ପ୍ରତ୍ୟେକ ହରିତ୍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।