ସିଫନୀୟ 2:10 - ଓଡିଆ ବାଇବେଲ10 ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)10 ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି। Gade chapit laପବିତ୍ର ବାଇବଲ10 ମୋୟାବ ଓ ଅମ୍ମୋନର ଲୋକମାନଙ୍କ ପାଇଁ ଏହିସବୁ ଘଟିବ କାରଣ ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ଲୋକମାନଙ୍କ ପ୍ରତି ଗର୍ବୀ ଓ ନିଷ୍ଠୁର ହୋଇଥିଲେ ଏବଂ ସେମାନଙ୍କୁ ଅପମାନିତ କରିଥିଲେ। Gade chapit la |