ସିଫନୀୟ 3:14 - ଓଡିଆ ବାଇବେଲ14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର। Gade chapit laପବିତ୍ର ବାଇବଲ (Re-edited) - (BSI)14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ଵନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର। Gade chapit laପବିତ୍ର ବାଇବଲ14 ହେ ଯିରୁଶାଲମ, ଗୀତ ଗାଅ ଓ ସୁଖୀ ହୁଅ। ଇସ୍ରାଏଲ ମଧ୍ୟ ଆନନ୍ଦ କରିବ। ଯିରୁଶାଲମ ମଧ୍ୟ ସୁଖୀ ହେବ। Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।’”