୧ମ କରନ୍ତିୟ 1:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ମୁଇ ବାବ୍ଲିନି, ତମର୍ ବିତ୍ରେ କେତେଲକ୍ କଇବାଇ, ଆମେ ପାଉଲର୍ ବାଟେ ଜିବାଲକ୍, କେତେଲକ୍ ଆପଲର୍ ବାଟେ ଜିବାଲକ୍, କେତେଲକ୍ କେପାର୍ ବାଟେ ଜିବା ଲକ୍, ଆରି କେତେଲକ୍ ଆମେ କିରିସ୍ଟର୍ ବାଟେ ଜିବା ଲକ୍ । အခန်းကိုကြည့်ပါ။ |
ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।