୧ମ କରନ୍ତିୟ 1:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ତେବେ ଗିଆନ୍ ରଇବା ଲକ୍ମନର୍ ବିସଇ କାଇଟା କଇଅଇସି ? ସାସ୍ତର୍ ସିକାଉମନର୍ ବିସଇ କାଇଟା କଇ ଅଇସି ? ଆରି ଏ ଜୁଗର୍ ଦଦାପେଲା ଅଇବା ଲକ୍ମନର୍ ବିସଇ କାଇଟା କଇଅଇସି ? ପର୍ମେସର୍ ଏ ଜଗତର୍ ଗିଆନ୍ ରଇବା ଲକ୍ମନ୍କେ କାଇ ଲଡାକେ ନ ଆଇବାଟା ବଲି କଏ ନାଇ କି ? အခန်းကိုကြည့်ပါ။ |
କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି ?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ ।