୧ମ କରନ୍ତିୟ 1:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 କିରିସ୍ଟର୍ ବିସଇନେଇ ତମ୍କେ ଜନ୍ କବର୍ କଇରଇଲୁ, ସେଟା ଟିକ୍ ଆକା ବଲି ଜାନା ପଡ୍ଲାନି । အခန်းကိုကြည့်ပါ။ |
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”