୧ମ କରନ୍ତିୟ 1:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଜନ୍ ପର୍ମେସରର୍ ଲାଗି ତମେ ତାର୍ ପଅ ଜିସୁ କିରିସ୍ଟ, ଆମର୍ ମାପ୍ରୁର୍ସଙ୍ଗ୍ ମିସିବିଡି ରଇବାକେ ବାଚିଅଇ ଆଚାସ୍, ସେ ସେନ୍ତି କର୍ସି ଆକା ବଲି ଡାଟ୍ ସଙ୍ଗ୍ ବିସ୍ବାସ୍ କଲାସ୍ନି । အခန်းကိုကြည့်ပါ။ |
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।