୧ମ କରନ୍ତିୟ 10:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଏ ମର୍ ବାଇବଇନିମନ୍, ଆମର୍ ଆନିଦାଦିମନ୍, ଜନ୍ ଲକ୍ମନ୍ ମସାର୍ ବାଟେ ଜାଇତେରଇଲାଇ, ସେମନ୍କେ କାଇଟା ଅଇଲା ଏତାଇ ଦେକା । ସେମନ୍ ସବୁ ଲକ୍ ବାଦଲ୍ ତଲେ ରଇ ରକିଆ ପାଇତେରଇଲାଇ । ଆରି ରଙ୍ଗ୍ ସମ୍ଦୁରେ ନ ବୁଡ୍ତେ ଇଣ୍ଡି ଇଣ୍ଡି ଲଙ୍ଗ୍ଲାଇ । အခန်းကိုကြည့်ပါ။ |
ସୁନତ୍ ଅଇବା ଆଗ୍ତୁ, ଅବ୍ରାଆମର୍ ବିସ୍ବାସ୍ ଲାଗି ପରମେସର୍ ତାକେ ଦରମ୍ ଲକ୍ ଇସାବେ ଡାକି ରଇଲା । ଏଟା ଜାନାଇବାକେ ଗଟେକ୍ ଚିନ୍ପାରା ଅବ୍ରାମ୍ ଏ ସୁନତ୍ବିଦି କର୍ବାଟା ନାମି ରଇଲା । ଜେନ୍ତାର୍କି ଜନ୍ ଲକ୍ମନ୍ ସୁନତ୍ ନ ଅଇକରି ମିସା, ବିସ୍ବାସ୍ କର୍ବାଇ, ସେମନ୍ ଦରମ୍ଲକ୍ ବଲି ଏଜାଇ ଅଇବାଇ । ସେଟାର୍ପାଇ ଗାଗଡ୍ ଇସାବେ ଅବ୍ରାଆମ୍ ସେମନର୍ ବାବା ବଲାଇଅଇସି,
ଇସ୍ରାଏଲର୍ ଲକ୍ମନ୍ ତାକର୍ ବିସ୍ବାସର୍ ଲାଗି ଲଇତ୍ ନାଉଁର୍ ସମ୍ଦୁର୍ ବିତ୍ରେ ସୁକ୍ଲା ବୁଇଁପାରା ଇଣ୍ଡି ଇଣ୍ଡି ଲଙ୍ଗ୍ଲାଇ । ସେମନ୍କେ କେଦି ଆନ୍ତେରଇବା ମିସର୍ ଦେସର୍ ଲକ୍ମନ୍, ସେନ୍ତାରି ଲଙ୍ଗ୍ବାକେ ଚେସ୍ଟା କଲାଇଜେ ସେମନ୍ ସବୁଲକ୍ ବୁଡିଗାଲାଇ । କାଇକେବଇଲେ ଜନ୍ ସମ୍ଦୁରେ ସେମନ୍ ଇଣ୍ଡ୍ବା ବେଲେ ପାନି ଦୁଇବାଗ୍ ଅଇରଇଲା, ପର୍ମେସର୍ ସେ ପାନି ମିସାଇଦେଲା ।