୧ମ କରନ୍ତିୟ 10:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ସବୁ ଲକର୍ପାଇ ଏ ସବୁ ଗଟ୍ନା ଗଟ୍ଲା । ଆରି ଆମ୍କେ ଚେତ୍ନା ପାଇବାକେ ସେଟା ସବୁ ଲେକାଅଇଆଚେ । କାଇକେବଇଲେ ଏ ଜଗତର୍ ସାରାସାରି ବେଲା ଆସି କେଟ୍ଲା ଆଚେ । အခန်းကိုကြည့်ပါ။ |
ଏ କାତା ଗଟେକ୍ ଜଟ୍କା ଇସାବେ ଆଚେ । କାଇକେବଇଲେ ଦୁଇଟା ମାଇଜି ଦୁଇଟା ରାଜିନାମା ପାରା । ଗଟେକ୍ ରାଜିନାମା ଆରାବ୍ ଦେସେ ରଇବା ସିନଅ ପର୍ବତ୍ ଉପ୍ରେ ପର୍ମେସର୍ ମସାକେ ଦେଇରଇବା ନିୟମ୍ । ଏ ରାଜିନାମା ଆଗାର୍କେ ସମାନ୍ କରି ଅଇସି । କାଇକେବଇଲେ ଆଗାର୍ ଆରି ତାର୍ ପିଲାମନ୍ ଗତି ଅଇରଇଲାଇ । ସମାନ୍ ସେନ୍ତାରିସେ ଏ ରାଜିନାମାର୍ ପିଲାମନ୍ ସବୁଲକ୍ ଗତିଦାଙ୍ଗ୍ଡା ।