୧ମ କରନ୍ତିୟ 10:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ଆମ୍କେ ପରିକା ଜାଇ ପରିକା ଆଇସି, ସେଟା ନୁଆ ବିସଇ ନଏଁ । କାଇକେବଇଲେ ସବୁବେଲେ ଏନ୍ତାରି ଲକ୍ମନ୍କେ ପରିକା ଆଇତେରଇସି । ମାତର୍ ପର୍ମେସର୍ ତାର୍ କାତାଇ ଡାଟ୍ ଆଚେ । ଆମ୍କେ ମୁର୍ଚି ନାପାର୍ଲା ପାରା ପରିକା ଅଇବାକେ ସେ ନ ଦେଏ । ପରିକା ଆଇବାବେଲେ ସେ ଆମ୍କେ ବପୁ ମିସା ଦେଇସି ଆରି ତେଇ ଅନି ରକିଆ ପାଇବା ବାଟ୍ ଦେକାଇସି । အခန်းကိုကြည့်ပါ။ |