18 ଜିଉଦି ମନର୍ ବିସଇ ବାବିଦେକା । ଜନ୍ ଲକ୍ମନ୍ ପୁଜାକଲା ମାଉଁସ୍ କାଇଲାଇନି, ସେମନ୍ କାଇ ବେଦିଲଗେ ଉପାସନା କଲାବେଲେ ନ ମିସତ୍ ?
ଏ ସୁବ୍କବର୍ତେଇ ପରମେସରର୍ ପଅ, ଆରି ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ ଆଚେ । ସେ ଏ ମଚ୍ପୁରେ ନର୍ ରୁପ୍ଦାରି ଦାଉଦର୍ ନାତିତିତି ଅଇ ଜାତ୍ ଅଇଲା ।
ଆମର୍ ବାବା ଅବ୍ରାଆମର୍ ବିସଇନେଇ କାଇଟା ବଲି କଉଁ ? ସେ ଆମର୍ ଜିଉଦି ବଁସର୍ ଆନିଦାଦି ରଇଲା । ସେ କେନ୍ତି ଦରମ୍ ବଲାଇ ଅଇଲା ?
ଅବ୍ରାଅମ ସୁନତ୍ ଅଇବା ଆଗ୍ତୁ ବିସ୍ବାସର୍ ଜନ୍ ଚିନ୍ ଦେଇରଇଲା, ଜଦି ସୁନତ୍ ନଇଲା ଲକ୍ମନ୍ ନିଜର୍ ଜିବନେ ସେ ରକାମ୍ ବିସ୍ବାସ୍ ଦେକାଇ ପାର୍ବାଇ ବଇଲେ, ଅବ୍ରାଆମ୍ ସେମନର୍ ମିସା ବାବା ।
ଜନ୍ ଲକ୍ମନ୍ ମନ୍ଦିରେ ସେବା କଲାଇନି, ସେମନ୍ ମନ୍ଦିରେ ଅନି କାଦି ପାଇବାଇ । ଆରି ଜେ ସବୁଦିନେ ବେଦିଟାନେ ବଲି ଦେଲାଇନି, ସେମନ୍ ବେଦିଟାନେ ବଲିକଲା ବାଟାଇ ମିସ୍ବାଇ, ଏଟା ତମେ ଜାନିଆଚାସ୍ ।
ଜନ୍ ଲକ୍ମନ୍ ନିଜର୍ ଜିବନେ ଏ କାତା ଦାର୍ବାଇ, ସେମନ୍ ସବୁ ଲକ୍ ଆରି ପରମେସରର୍ ସବୁ ଲକ୍ମନ୍ ଜିବ୍ନେ ସାନ୍ତି ଆରି ଜିବନ୍ ଦୁକାନି ପାଇବାଇ ।
ଜିଉଦିମନର୍ ବେଦିଟାନେ ସେବା କର୍ବା ପୁଜାରିମନ୍ ତେଇ ସର୍ପି ଦେଇରଇବା କାଇଟା ମିସା କାଇବାର୍ ନଏଁ ।