21 ତମେ ଜଦି ମାପ୍ରୁର୍ କାଦିଟାନେ ମିସିଆଚାସ୍, ସେନ୍ତାର୍ଆଲେ ଡୁମାମନ୍କେ ପୁଜିରଇବା କାଦି ତମେ କାଇବାର୍ ନାଇ ।
“କେ ମିସା ଗଟେକ୍ ଲକ୍ ଦୁଇଟା ସାଉକାରର୍ ସେବାକରି ନାପାରେ । ସେ ଗଟେକ୍ ଲକ୍କେ ମାନ୍ସି ଆରି ଗଟେକ୍ ଲକ୍କେ ଗିନ୍ କର୍ସି । ନଇଲେ ଗଟେକ୍ ଲକ୍କେ ବିସ୍ବାସ୍ କର୍ସି ଆରି ଗଟେକ୍ ଲକ୍କେ ବିସ୍ବାସ୍ ନ କରେ । ତମେ ଏକାତର୍ ପର୍ମେସର୍କେ ଆରି ଡାବୁକାସୁକେ ସେବାକରି ନାପାରାସ୍ ।”
ଜେଡେବେଲେ ଆମେ ମାପ୍ରୁର୍ କାଦିର୍ପାଇ ରୁଣ୍ଡ୍ବୁ, ଜନ୍ ମୁତାଇଅନି ଆମେ କାଇବୁ, ସେ ମୁତାର୍ପାଇ ଆମେ ପର୍ମେସର୍କେ ଦନିଅବାଦ୍ ଦେଲୁନି । ସେ ମୁତାଇଅନି କାଇଲାବେଲେ ଆମେ କିରିସ୍ଟର୍ ବନିତେଇ ମିସ୍ଲୁନି । ଜନ୍ ରୁଟିଆମେ ବାଙ୍ଗାଇବୁ, ସେଟା କାଇଲାବେଲେ କିରିସ୍ଟର୍ ଗାଗ୍ଡେ ମିସ୍ଲୁନି ।
କାଇକେ ବଇଲେ, ତମେ ଗଟେକ୍ ବୁଦି ରଇଲା ଲକ୍ । ପୁଜ୍ଲାଟା କାଇଲେ କାଇଟା ନଏଁ ବଲି ଜାନାସ୍ । ଜଦି ମନ୍ ବିତ୍ରେ ବିସ୍ବାସେ ଡାଟ୍ ନଇଲା ତମର୍ ଗଟେକ୍ ବାଇ, ସେ ତମ୍କେ ମନ୍ଦିରେ କାଇବାଟା ଦେକ୍ଲେ, ତାକେ ମିସା ପୁଜ୍ଲାଟା କାଇବାକେ ମନ୍ ଲାଗ୍ସି ।