22 ଜଦି ମାପ୍ରୁ ଆମର୍ ଉପ୍ରେ ରିସା ଅଇଲେ, ତାର୍ ଡଣ୍ଡେଅନି ଆମେ ରକିଆ ପାଇ ନାପାରୁ । କାଇ ମାପ୍ରୁର୍ ଟାନେଅନି ଆମେ ଅଦିକ୍ ବପୁ ଆଚୁକି ?
ଜିବନ୍ ରଇବା ଆରି ସବୁର୍ଟାନେଅନି ବପୁ ରଇବା ପର୍ମେସର୍ ଡଣ୍ଡ୍ ପାଇବାକେ କେତେକ୍ ଡର୍ ଲାଗ୍ସି ।