୧ମ କରନ୍ତିୟ 10:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 ଜେନ୍ତିକି ସାସ୍ତରେ ଲେକା ଅଇଲାପାରା ଏ ଗୁଲାଇ ଜଗତେ ରଇବାଟା ମାପ୍ରୁର୍ଟା । အခန်းကိုကြည့်ပါ။ |
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।