୧ମ କରନ୍ତିୟ 10:29 - ସତିଅର୍ ବାଟ୍ ନୁଆ ନିୟମ୍ 202029 ସେଟା ତର୍ ବିବେକର୍ ପାଇ ନାଇ, ସେଟା କଇଲା ଲକର୍ ବିବେକର୍ ପାଇ । ବାଦିଅରେ କେ ମିସା ପାଚାରି ପାରତ୍, ଜଦି ଆମର୍ ମନ୍ କଲା ଇସାବେ କାଇଟା ମିସା କର୍ବାକେ ଅଦିକାର୍ ଆଚେ, ବିନ୍ ଲକର୍ ବିବେକର୍ ଲାଗି ମୁଇ କାଇକେ ନ କାଇ ? အခန်းကိုကြည့်ပါ။ |