୧ମ କରନ୍ତିୟ 10:30 - ସତିଅର୍ ବାଟ୍ ନୁଆ ନିୟମ୍ 202030 ସେ କଇସି, “ଜଦି ମୁଇ ପର୍ମେସର୍କେ ଦନିଅବାଦ୍ ଦେଇ କାଇବି, ତେବେ ମର୍ ସଙ୍ଗର୍ ବିସ୍ବାସିମନ୍ ମକେ କାଇକେ ନିନ୍ଦା ଦେବାର୍ ଆଚେ ?” အခန်းကိုကြည့်ပါ။ |
ଜନ୍ ଲକ୍ମନ୍ ବିନ୍ଦିନ୍ ମନର୍ଟାନେଅନି ଗଟେକ୍ ଦିନ୍ ସୁବ୍ ବଲି ବାବ୍ବାଇ, ସେମନ୍ ପର୍ମେସର୍କେ ସାର୍ଦା କରାଇବାକେ ସେନ୍ତାରି ବାବ୍ବାଇ । ସେନ୍ତାରିସେ, ଜନ୍ଲକ୍ମନ୍ ସବୁ ରକାମ୍ କାଦି କାଇବାଇ, ସେଟା ପର୍ମେସର୍କେ ସାର୍ଦା କରାଇବାକେ କର୍ବାଇ ଆରି ସେଟାର୍ପାଇ ତାକେ ଦନିଅବାଦ୍ ଦେବାଇ । ଆରି ଜନ୍ଲକ୍ମନ୍ ଅବ୍କା ସାଗ୍ଡାଲ୍ କାଇବାଇ, ସେମନ୍ ସେଟା ପର୍ମେସର୍ ସାର୍ଦା ଅଇସି ବଲି କାଇଲାଇନି ଆରି ସେମନ୍ ମିସା ତାକେ ଦନିଅବାଦ୍ ଦେଲାଇନି ।