୧ମ କରନ୍ତିୟ 10:31 - ସତିଅର୍ ବାଟ୍ ନୁଆ ନିୟମ୍ 202031 ତେବର୍ପାଇ ବାତ୍ କା, କି ପାନି କା, କି ଜାଇଟା ମିସା କରା, ପର୍ମେସର୍ ଡାକ୍ପୁଟା ପାଇବାକେ ସବୁ କରା । အခန်းကိုကြည့်ပါ။ |
ସେନ୍ତିସେ ତାର୍ ମନ୍ ଦୁଇବାଟେ ଜିକ୍ଟାନ୍ ଅଇଲାନି । ବିବା ନ ଅଇଲା ମାଇଜି କି ଦାଙ୍ଗ୍ଡି ମାପ୍ରୁର୍ କାମର୍ ବିସଇ ଚିନ୍ତା କର୍ସି । କାଇକେବଇଲେ ସେ ତାର୍ ଗାଗଡ୍ ଆରି ଆତ୍ମା ପର୍ମେସର୍କେ ସର୍ପି ଦେବାକେ ମନ୍ କର୍ସି । ମାତର୍ ବିବା ଅଇଲା ମାଇଜି ଏ ଜଗତର୍ ସବୁଦିନର୍ ବିସଇ ଚିନ୍ତା କର୍ସି । କାଇକେ ବଇଲେ ତାର୍ ମୁନୁସ୍କେ ସାର୍ଦା କର୍ବାକେ ସେ ବାବ୍ତେ ରଇସି ।
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !