୧ମ କରନ୍ତିୟ 10:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ଆରି ସେ ପାକ୍ନାଇ ଅନି ଆଇବା ପାନି କାଇଲାଇ । ସେ ପାକ୍ନା ଅଇଲାନି କିରିସ୍ଟ । အခန်းကိုကြည့်ပါ။ |
ମସାର୍ ନିୟମ୍ ଅବ୍କା ଗଟେକ୍ ବାନା ପାରା ରଇଲା । ଜନ୍ ନିକ ଆସିର୍ବାଦ୍ କିରିସ୍ଟ ଆମ୍କେ ଦେଇସି, ସେ ଆସିର୍ବାଦର୍ ଗୁନ୍ଚଲନ୍ ତେଇ ଡିସ୍ତେରଇଲା । ମାତର୍ ସେଟା ଆସିର୍ବାଦର୍ ସମାନ୍ ନଏଁ । ତେବର୍ପାଇ ନିୟମ୍ ମାଙ୍ଗ୍ଲା ଇସାବେ, ସେମନ୍ ସବୁ ବର୍ସେ ବଲି ସର୍ପାଇ ଅଇତେରଇଲାଇ । ମାତର୍ ସେ ସବୁ ବଲି ସରପ୍ବାଟା ପର୍ମେସର୍ଟାନେ ଆଇବା ଲକ୍ମନ୍କେ ସିଦ୍ କରିନାପାର୍ଲା ।