୧ମ କରନ୍ତିୟ 10:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ସେମନ୍ ଜନ୍ ରକାମ୍ ଆସାର୍ ବିସଇର୍ ପାଇ ଲାଲ୍ସା ଅଇ ରଇଲାଇ, ଆମେ ମିସା ସେ ରକାମ୍ ଲାଲ୍ସା ନ ଅଉଁ । ସେଟାର୍ପାଇ ଏ ସବୁ ଗଟ୍ଲା ବିସଇ ଆମର୍ପାଇ ଲେକାଅଇଆଚେ । အခန်းကိုကြည့်ပါ။ |
ସଦମ୍ ଗମ୍ରା ଆରି ତାର୍ ଚାରିବେଟ୍ତି ରଇବା ନଅର୍ମନର୍ ବିସଇ ଏତାଇଦେକା । ନ ଲିବ୍ବା ଜଇଟାନେ ଡଣ୍ଡ୍ ଇସାବେ ସେମନ୍ ଜେତ୍କି ଦୁକ୍ କସ୍ଟ ପାଇଲାଇ, ସେଟା ସବୁଲକର୍ପାଇ ଗଟେକ୍ ଜାଗ୍ରତ୍ ଅଇରଇବା ବିସଇ । ସେମନ୍ ଅବ୍କା ପାଦ୍ରା ପାଦ୍ରି କାମ୍ସେ କରତ୍ନାଇ ମାତର୍ ମନସ୍ ମନସ୍ ବିତ୍ରେ ମାଇଜି ମାଇଜି ବିତ୍ରେ ବେସିଆ କାମ୍ କର୍ତେ ରଇଲାଇ ।