8 ଜେନ୍ତିକି ସେମନର୍ ବିତ୍ରେ କେତେଲକ୍ ବେସିଆ କାମ୍କରି ଗଟେକ୍ ଦିନେ କଡେ ତିନ୍ ଅଜାର୍ ଲକ୍ ପର୍ମେସରର୍ ଡଣ୍ଡ୍ ପାଇକରି ମରିଗାଲାଇ । ସେନ୍ତାରି ଆମେ ବେସିଆ କାମ୍ ନ କରୁ ।
ମାତର୍ ମୁଇ କଇଲିନି, ଜେକି ନିଜର୍ ମାଇଜିକେ ବେସିଆ କାମ୍ ଚାଡି ଅଲ୍ଗା ଦସ୍ ଦାରି ଚାଡ୍ସି, ସେ ତାକେ ପାଦ୍ରି କରାଇବା ଅପରାଦେ ଦସିଅଇସି, ଆରି ଜେକି ଚାଡ୍ଲା ମାଇଜିକେ ବିବା ଅଇସି, ସେ ପାଦ୍ରା ଅଇସି ।”
ବେବିଚାର୍ କାମେଅନି ଦୁରିକେ ରୁଆ । ଲକ୍ମନ୍ କାଇ ବିନ୍ ପାପ୍ କଲେ ମିସା, ସେଟା ତାର୍ ଗାଗଡର୍ ବିରୁଦେ ନଏଁ । ମାତର୍ ଜେ ବେବିଚାର୍ କାମ୍ କର୍ସି, ସେ ନିଜର୍ ଗାଗଡ୍ ବିରୁଦେ ପାପ୍ କର୍ସି ।
ମନେରଅ ଜନ୍ ଲକ୍ମନ୍ ପାପେରଇକରି ବଁଚ୍ବାଇ ସେମନ୍ ପର୍ମେସରର୍ ରାଇଜେ ଜାଇ ନାପାରତ୍ । ନିଜେ ନାଡାଇ ଉଆନାଇ । ଜନ୍ ଲକ୍ମନ୍ ନିୟମ୍ ବିରୁଦେ ଚଲାଚଲ୍ତି କଲାଇନି କି ମୁର୍ତି ପୁଜା କଲାଇନି କି ବେବିଚାର୍ କାମ୍ କଲାଇନି କି ମନସ୍ ମନସ୍ ବିତ୍ରେ ଆରି ମାଇଜି ମାଇଜି ବିତ୍ରେ ଅଇବା କାରାପ୍ କାମ୍ କଲାଇନି, ବେସିଆ କାମ୍ କଲାଇନି,
ମାତର୍ ତମର୍ ଚଲାଚଲ୍ତିଟାନେ କେତଟା ବିସଇ ମର୍ ମନ୍କେ ଜାଏନାଇ । କାଇକେବଇଲେ ତମର୍ ବିତ୍ରେ କେତେକ୍ ଲକ୍ ବାଲାମର୍ ସିକିଆ ମାନ୍ଲାସ୍ନି । ଇସ୍ରାଏଲର୍ ଲକ୍ମନ୍କେ ପାପ୍ବାଟେ ଡାକିନେବାକେ, ସେ ବାଲାକ୍କେ ସିକାଇରଇଲା । ସେମନ୍କେ ମୁର୍ତିମନ୍କେ ସର୍ପି ଦେଇରଇବା କାଦି କାଇବାକେ ଆରି ବେସିଆ କାମ୍ କର୍ବାକେ ସେ ସିକାଇତେରଇଲା ।