11 ମାତର୍ ଆମେ ବିସ୍ବାସିମନର୍ପାଇ ମାଇଜି ନଇତେ ମୁନୁସ୍ ରଇ ନାପାରେ କି ମୁନୁସ୍ ନଇତେ ମାଇଜି ରଇ ନାପାରେ ।
ସେଟାର୍ ପାଇ ମାଇଜିମନ୍ ମୁଣ୍ଡେ ଅଡ୍ନା ପାକାଇବାଟା ନିକ, ଜେନ୍ତିକି ସରଗର୍ ଦୁତ୍ମନ୍ ମିସା ସେ ତାର୍ ମୁନୁସର୍ ଅଦିକାରେ ଆଚେ ବଲି ଜାନ୍ବାଇ ।
ମାଇଜି ମୁନୁସର୍ ଗାଗ୍ଡେ ଅନି ଜାତ୍ ଅଇଲେମିସା, ମୁନୁସ୍ ମିସା ମାଇଜି ଜନମ୍ ଦେଲାକେ ଜାତ୍ ଅଇଆଚେ । ମାତର୍ ସବୁ ବିସଇ ପର୍ମେସର୍ ଟାନେଅନି ଜାତ୍ ଅଇଆଚେ ।
ସେଟାର୍ ପାଇ ଜିଉଦି ଆରି ଜିଉଦିନଇଲା ଲକ୍, ଗେନାଅଇଲା ଗତିଦାଙ୍ଗ୍ଡାଦାଙ୍ଗ୍ଡି କି ମୁକ୍ଲାଇଲା ଲକ୍, ମୁନୁସ୍ କି ମାଇଜି ବିତ୍ରେ, କାଇଟା ମିସା ବିନ୍ ନାଇ । ଆମେ ସବୁ ଲକ୍ ଜିସୁର୍ ସଙ୍ଗ୍ ମିସିକରି ଗଟେକ୍ ଅଇଆଚୁ ।