13 କନ୍ଟା ନିକ ବଲି ତମେ ନିଜେ ନିଜେ ବିଚାର୍ କରା । ଜଦି ଗଟେକ୍ ମାଇଜି ମଣ୍ଡଲିତେଇ ସବୁର୍ ମୁଆଟେ ମୁଣ୍ଡେ ଅଡ୍ନା ନ ପାକାଇ ପାର୍ତନା କଲେ ସେଟା ସୁନ୍ଦର୍ କି ? ନାଇ ସୁନ୍ଦର୍ ନାଇ ।
“ଆରି ନିଜେ ନିଜେ କାଇକେ ଟିକ୍ ବିଚାର୍ କରାସ୍ ନାଇ ?
ବାଇରର୍ ବିସଇ ଦେକିକରି କାଇ ବିଚାର୍ କରାନାଇ । ଜନ୍ଟା ଟିକ୍, ସେ ଇସାବେ ବିଚାର୍ କରା ।”
ମୁଇ ବୁଦି ରଇଲା ଲକ୍ମନ୍କେ କଇଲା ପାରା କଇଲିନି। ମୁଇ କାଇଟା କଇଲିନି ସେଟା ତମେ ବିଚାର୍ କରା ।
ସେନ୍ତାରିସେ ଜଗତର୍ ଜାନ୍ବା ବିସଇ ନେଇକରି ମୁନୁସ୍ ପିଲା ଜଦି ମାଇଜିମନର୍ ପାରା ଚେଣ୍ଡି ବଡାଇରଇଲେ ସେଟା ଲାଜର୍ କାତା ।
ତମେ ମଣ୍ଡଲି ଇସାବେ ରୁଣ୍ଡ୍ଲା ବେଲେ, ମାଇଜିମନ୍ ଚୁପ୍ଚାପ୍ ଅଇରଇବାର୍ ଆଚେ । ତେଇ ସେମନ୍ କାତା କଇବାକେ ସେମନ୍କେ ଆଦେସ୍ ମିଲେନାଇ । ଜିଉଦି ନିୟମ୍ ଇସାବେ ସେମନ୍ ମନସ୍ ପିଲାର୍ ତଲିଆ ରଇବାର୍ ଆଚେ ।