14 ସେନ୍ତାରିସେ ଜଗତର୍ ଜାନ୍ବା ବିସଇ ନେଇକରି ମୁନୁସ୍ ପିଲା ଜଦି ମାଇଜିମନର୍ ପାରା ଚେଣ୍ଡି ବଡାଇରଇଲେ ସେଟା ଲାଜର୍ କାତା ।
ଜିସୁ ସେମନ୍କେ କଇଲା, “ନାଇ ! ମକେ ଡୁମା ଦାରେ ନାଇ । ମୁଇ ମର୍ ବାବାକେ ସନ୍ମାନ୍ ଦେଲିନି । ମାତର୍ ତମେ ମକେ ନିନ୍ଦାକାତା କଇ ଲାଜ୍ କରାଇଲାସ୍ନି ।
କନ୍ଟା ନିକ ବଲି ତମେ ନିଜେ ନିଜେ ବିଚାର୍ କରା । ଜଦି ଗଟେକ୍ ମାଇଜି ମଣ୍ଡଲିତେଇ ସବୁର୍ ମୁଆଟେ ମୁଣ୍ଡେ ଅଡ୍ନା ନ ପାକାଇ ପାର୍ତନା କଲେ ସେଟା ସୁନ୍ଦର୍ କି ? ନାଇ ସୁନ୍ଦର୍ ନାଇ ।
ମାତର୍ ମାଇଜିଟକି ଚେଣ୍ଡି ବଡାଇଲେ ତାର୍ପାଇ ସୁନ୍ଦର୍ ବିସଇ । କାଇକେବଇଲେ ପର୍ମେସର୍ ତାର୍ ଡେଙ୍ଗ୍ ଚେଣ୍ଡି ତାର୍ ମୁଣ୍ଡେ ଡାବି ଅଇବାକେ ଦେଲା ଆଚେ ।
ସେମନ୍ ଜଦି କାଇ ବିସଇ ବୁଜ୍ବାକେ ମନ୍ କଲାଇନି, ଗରେ ଜାଇ କରି ନିଜର୍ ମୁନୁସ୍କେ ପାଚାର । କାଇକେବଇଲେ ମଣ୍ଡଲିଟାନେ କାତା କଇବାଟା ମାଇଜିମନର୍ ପାଇ ଗଟେକ୍ ଲାଜର୍ କାତା ।