୧ମ କରନ୍ତିୟ 11:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ଆରି ଗଟେକ୍ ବିସଇ ମୁଇ କଇବାର୍ ଆଚେ । ତମେ ଉପାସନା କର୍ବାକେ ରୁଣ୍ଡ୍ଲାବେଲେ ଗଟେକ୍ କର୍ବା ବିସଇ ମର୍ ମନ୍କେ ଜାଏନାଇ । କାଇକେବଇଲେ ତମେ ରୁଣ୍ଡ୍ଲାର୍ ଲାଗି ତମର୍ ବିସ୍ବାସ୍ ଡାଟ୍ ଅଏନାଇ, ମାତର୍ ଦୁର୍ବଲ୍ ପାରା ଅଇଗାଲାନି । အခန်းကိုကြည့်ပါ။ |
ଏ ବାଇବଇନିମନ୍, ମର୍ କଇବା କାତା ଅଇଲାନି, ତମେ ଉପାସନା କର୍ବାକେ ରୁଣ୍ଡ୍ଲା ବେଲାଇ ଏନ୍ତାରି କରା । ତମର୍ ବିତ୍ରେଅନି କାକେ କାକେ ଗିତ୍ ଆଚେ, କାକେ କାକେ, ସିକିଆ ଦେବାଟା ଆଚେ, ଆରି କାକେ କାକେ ପର୍ମେସରର୍ ଟାନେ ଅନି କାତା ପାଇ, ସେଟା ଜାନାଇବାଟା ଆଚେ, କି ନାଜାନ୍ଲା ବାସାଇ କାତା କଇବାଟା ଆଚେ, ଆରି କାକେ କାକେ ନାଜାନ୍ଲା ବାସାଇ କଇଲା କାତାର୍ ଅରତ୍ ବୁଜାଇବା ବପୁ ଆଚେ, ଏନ୍ତି କାଇଟା ନଇଲେ କାଇଟା ଆଚେ । ଏଟା ସବୁ ଅଇସି, ତେବେ ମଣ୍ଡଲିର୍ ବିସ୍ବାସି ମନର୍ ବିସ୍ବାସ୍ ଡାଁଟ୍ ଅଇସି ।