18 ମୁଇ ସୁନିଆଚି ଜେ, ତମେ ଉପାସନା କର୍ବାକେ ରୁଣ୍ଡ୍ଲାବେଲେ ବାଗ୍ ବାଗ୍ ଅଇକରି ଗଟେକ୍ ବାଟର୍ ଲକ୍ ଆରି ଗଟେକ୍ ବାଟର୍ ଲକ୍କେ ବିରଦ୍ କଲାସ୍ନି ଆରି ଏଟା ସତ୍ ବଲି ମୁଇ ଜାନି ।
ତେବେ, ତମେ ନିଜର୍ ମନ୍ କଲା ଇସାବେ ରଇବା ଲକ୍ମନର୍ପାରା ଆଚାସ୍ । ମୁଇ ଏଟାର୍ ପାଇ କଇଲିନି, କାଇକେବଇଲେ ତମର୍ ତମର୍ ବିତ୍ରେ ଇଁସା ତଲା, ଲାଗାଜଡା ଆରି ଜାତିନିତି ଆଚେ । ତମେ ନିଜର୍ ମନ୍ କଲା ଇସାବେ ରଇବା ଲକ୍ ବଲି ଜାନାପଡ୍ଲାନି । ଜଗତର୍ ଲକ୍ମନର୍ ପାରା, ନିଜର୍ ମନ୍ କଲା ଇସାବେ ଚଲାଚଲ୍ତି କଲାସ୍ନି ।
ମୁଇ ସତ୍ସେ ସୁନ୍ଲି ଜେ, ତମର୍ ବିତ୍ରେ ବେସିଆ କାମ୍ ଆଚେ । ଆରି ଏନ୍ତାରି ବେସିଆ କାମ୍, ଜନ୍ଟାକି ବିସ୍ବାସ୍ ନ କଲା ଲକର୍ ବିତ୍ରେ ମିସା ନାଇ । ଜେନ୍ତାର୍କି ନିଜର୍ ସାନ୍ ଆୟାର୍ ସଙ୍ଗ୍ ସୁଆବସା ଅଇଲାନି ।
ଜଦି ତମର୍ ବିତ୍ରେ ଗଟେକ୍ ବିସ୍ବାସି ବାଇକେ ଆରି ଗଟେକ୍ ବିସ୍ବାସି ବାଇର୍ ବିରୁଦେ କାତା ରଇଲେ, ସେଟା ବିଚାର୍ କର୍ବାକେ ବିସ୍ବାସ୍ ନ କଲା ବିଚାର୍କାରିଆର୍ ଲଗେ ଜାଆ ନାଇ । ତାର୍ ବାଦୁଲେ ବିସ୍ବାସିମନ୍ ସେଟା ବିଚାର୍ କରତ୍ ।