୧ମ କରନ୍ତିୟ 11:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ତମର୍ ବିତ୍ରେ ଏନ୍ତାରି ଅଇବାଟା ନିକ । ଜେନ୍ତାରି କି ତେଇଅନି ପରିକାଟାନେ ସିଦ୍ ଅଇଲା ଲକ୍ମନ୍ ବାରଇବାଇ । အခန်းကိုကြည့်ပါ။ |
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।