୧ମ କରନ୍ତିୟ 11:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ତମେ ସବୁ ବିସଇଟାନେ ମକେ ଏତାଇଲାସ୍ନି ଆରି ମୁଇ ତମ୍କେ ଜନ୍ ସବୁ ବିଦିବିଦାନ୍ ସିକାଇଆଚି, ସେ ସବୁ ମାନ୍ଲାସ୍ନି, ସେଟାର୍ ପାଇ ମୁଇ ତମ୍କେ ଦନିଅବାଦ୍ ଦେଲିନି । အခန်းကိုကြည့်ပါ။ |
ସେଟାର୍ପାଇ ମୁଇ ତିମତିକେ ତମର୍ ଲଗେ ପାଟାଇ ଆଚି । ମୁଇ ତାକେ ଆଲାଦ୍ କଲିନି । ସେ ମର୍ ନିଜର୍ ପିଲା ପାରା ଆରି ମାପ୍ରୁର୍ ସେବାକାମେ ସବୁ ନିକସଙ୍ଗ୍ କର୍ସି । ଜେଡ୍କିବେଲେ ସେ ତମର୍ଟାନେ ଆଇସି, କିରିସ୍ଟର୍ତେଇ ମିସ୍ଲାର୍ ପାଇ ବଲି ମୁଇ କେନ୍ତି ଚଲାଚଲ୍ତି କଲିନି, ସେ ବିସଇନେଇ ସେ ତମ୍କେ କଇସି । ସେ ସମାନ୍ ବିସଇ, ସବୁ ମଣ୍ଡଲିର୍ ବିସ୍ବାସିମନ୍କେ ମୁଇ ସିକାଇଲିନି ।