23 କାଇକେବଇଲେ ମାପ୍ରୁର୍ ସିକିଆ ପାଇଲି ଆଚି, ସେଟାସେ ମୁଇ ତମ୍କେ ସିକାଇଆଚି । ଜନ୍ ରାତି ଆମର୍ ମାପ୍ରୁ ଜିସୁ ବିସ୍ବାସେ ବିସ୍ ଦେଲାପାରା ଅଇଲା, ସେ ରୁଟିନେଇ, ପର୍ମେସର୍କେ ଦନିଅବାଦ୍ ଦେଲା ।
ନିସ୍ତାର୍ ପରବର୍ ପର୍ତୁମ୍ ଦିନେ ସିସ୍ମନ୍ ଆସି ଜିସୁକେ ପାଚାର୍ଲାଇ, “ତମର୍ ପାଇ ଆମେ କନ୍ତି ନିସ୍ତାର୍ ପରବର୍ ବଜି ତିଆର୍ କର୍ବୁ ?”
“ନିସ୍ତାର୍ ପରବ୍ ଅଇବାକେ ଆରି ଦୁଇ ଦିନ୍ ଆଚେ । ସେଟା ତମେ ଜାନାସ୍ । ସେଡ୍କିବେଲେ ନର୍ପିଲା ମୁଇ କୁର୍ସେ ମର୍ବାକେ ଲକ୍ମନ୍କେ ସର୍ପି ଅଇବି ।”
ଜିସୁ ପିତର୍କେ କଇଲା, “ମୁଇ ସତ୍ କଇଲିନି ଆଜି ରାତି କୁକ୍ଡା ନ ଡାକ୍ତେ, ତୁଇ ମକେ ତିନ୍ ତର୍ ନାଜାନି ବଲି କଇସୁ ।”
ଆରି ମୁଇ ଜନ୍ ସବୁ ସିକିଆ ଦେଇଆଚି, ସେଟା ମାନା ବଲି ସିକାଆ । ଆରି ମନେ ରଅ, କାଲ୍ କାଲ୍ ଜୁଗ୍ ଜୁଗ୍ ମୁଇ ସବୁବେଲେ ତମର୍ ସଙ୍ଗ୍ ରଇବି ।”
ଆରି ସେ ଅଙ୍ଗୁର୍ ରସ୍ ଦାରି ପର୍ମେସର୍କେ ଜୁଆର୍ କରି କଇଲା, “ଏଟା ନେଇ ତମର୍ ନିଜର୍ ନିଜର୍ ବିତ୍ରେ ବାଟା କରା ।
ଆଟର୍ ପର୍ତୁମ୍ ଦିନର୍ ସଞ୍ଜ୍ବେଲାଇ ଆମେ ସବୁଲକ୍ ମିସି କାଇବାକେ ରୁଣ୍ଡ୍ଲୁ । ପାଉଲ୍ ଲକ୍ମନ୍କେ ମଜାରାତି ଜାକ ଉପ୍ଦେସ୍ ଦେଲା । କାଇକେବଇଲେ ତାର୍ ଆର୍କର୍ ଦିନେ ସେ ଜାଗା ଚାଡି ଜିବାର୍ ରଇଲା ।
ଜେଡେବେଲେ ଆମେ ମାପ୍ରୁର୍ କାଦିର୍ପାଇ ରୁଣ୍ଡ୍ବୁ, ଜନ୍ ମୁତାଇଅନି ଆମେ କାଇବୁ, ସେ ମୁତାର୍ପାଇ ଆମେ ପର୍ମେସର୍କେ ଦନିଅବାଦ୍ ଦେଲୁନି । ସେ ମୁତାଇଅନି କାଇଲାବେଲେ ଆମେ କିରିସ୍ଟର୍ ବନିତେଇ ମିସ୍ଲୁନି । ଜନ୍ ରୁଟିଆମେ ବାଙ୍ଗାଇବୁ, ସେଟା କାଇଲାବେଲେ କିରିସ୍ଟର୍ ଗାଗ୍ଡେ ମିସ୍ଲୁନି ।
କାଇକେବଇଲେ ଜନ୍ ସିକିଆ ମୁଇ ପାଇରଇଲି, ତେଇଅନି ଏ ବଡ୍ ସିକିଆ ତମ୍କେ ସିକାଇ ରଇଲି । ସାସ୍ତର୍ ଇସାବେ କିରିସ୍ଟ ଆମର୍ ପାପ୍ କେମା ଅଇବାକେ ମରିଗାଲା ।
ମୁଇ ପେରିତ୍ ସିସ୍ ପାଉଲ୍ । ପେରିତ୍ ସିସ୍ ଅଇବାକେ ମୁଇ ଲକ୍ମନର୍ଟାନେଅନି କି ଲକ୍ମନର୍ ମାଲାକାରିଆ ଇସାବେ ଡାକ୍ରା ପାଇନାଇ । ଏ ଡାକ୍ରା ମୁଇ ବାବା ପରମେସରର୍ ଆରି ଜିସୁ କିରିସ୍ଟର୍ ତେଇଅନି ପାଇଲିଆଚି । ପରମେସର୍ ତାକେ ମଲାଟାନେଅନି ଉଟାଇଆଚେ ।
କାଇକେବଇଲେ ମାପ୍ରୁ ତମ୍କେ ପୁରୁସ୍କାର୍ ଦେଇସି ଆରି ତାର୍ ଲକ୍ମନ୍କେ ସେ ଦେବି ବଲି କାତା ଦେଇରଇବା ସବୁ ଆସିର୍ବାଦ୍ ତମେ ପାଇସା ବଲି ଜାନିଆଚାସ୍ । ତମେ ସେବା କର୍ବା ସାଉକାର୍ କିରିସ୍ଟ, ବଲି ଏତାଇରୁଆ ।
କାଇକେବଇଲେ ମାପ୍ରୁ ଜିସୁର୍ଟାନେଅନି ଆଦେସ୍ ପାଇକରି ଜାଇ ଜାଇଟା କର୍ବାକେ କଇରଇଲୁ, ସେଟା ତମେ ଜାନାସ୍ ।