25 ସେନ୍ତାରିସେ କାଇଲା ପଚେ, ସେ ମୁତା ଦାରିକରି କଇଲା “ଏ ମୁତା ପର୍ମେସରର୍ ନୁଆ ରାଜିନାମା, ଜନ୍ଟା କି ମର୍ ନିଜର୍ ବନି ଦେଲାକେ, ଟିକ୍ ଅଇଲା ।”
ସେନ୍ତାରିସେ କାଇଲା ପଚେ ସେ ମୁତାଇ ଅଙ୍ଗୁର୍ ରସ୍ ଦାରି କଇଲା, “ଏ ମୁତା ମର୍ ବନିତେଇ, ପର୍ମେସର୍ ଲକ୍ମନର୍ ସଙ୍ଗ୍ କଲା ନୁଆ ରାଜିନାମା । ଏଟା ତମର୍ପାଇ ଜର୍ଲା ମର୍ ବନି ।”
ଜେଡେବେଲେ ଆମେ ମାପ୍ରୁର୍ କାଦିର୍ପାଇ ରୁଣ୍ଡ୍ବୁ, ଜନ୍ ମୁତାଇଅନି ଆମେ କାଇବୁ, ସେ ମୁତାର୍ପାଇ ଆମେ ପର୍ମେସର୍କେ ଦନିଅବାଦ୍ ଦେଲୁନି । ସେ ମୁତାଇଅନି କାଇଲାବେଲେ ଆମେ କିରିସ୍ଟର୍ ବନିତେଇ ମିସ୍ଲୁନି । ଜନ୍ ରୁଟିଆମେ ବାଙ୍ଗାଇବୁ, ସେଟା କାଇଲାବେଲେ କିରିସ୍ଟର୍ ଗାଗ୍ଡେ ମିସ୍ଲୁନି ।
ଏଟା ତମର୍ ପାଇ ବଲିଅଇରଇବା ମର୍ ଗାଗଡ୍, ମକେ ଏତାଇବାକେ ଏନ୍ତାର୍ କରା ।
ସେବେଲେ ଇସ୍ରାଏଲର୍ ଲକ୍ମନ୍ ନ ବୁଜ୍ତେରଇଲାଇ, ତାକର୍ ମନ୍ ଡାବ୍ଲା ପାରା ଅଇରଇଲା । ଆରି ସେମନ୍ ପୁର୍ନା ରାଜିନାମାର୍ ବଇମନ୍ ପଡ୍ଲାଇନି ଜେ ଏବ୍କେ ଜାକ ବୁଜତ୍ ନାଇ । ଜେଡେବେଲେ ଜାକ ସେମନ୍ କିରିସ୍ଟର୍ତେଇ ନ ମିସି ରଅତ୍, ସେ ବେଲା ଜାକ ତାକର୍ ମନର୍ ଡାବ୍ନା ନ ବେଟି ଅଏ ।
ସେ ତା ଆମ୍କେ ବପୁ ଦେଲାଆଚେ, ଜେନ୍ତିକି ଆମେ ତାର୍ ନୁଆ ରାଜିନାମା କଲାଟା ସବୁକେ ଜାନାଇ ପାର୍ବୁ । ସେଟା ଲେକ୍ଲା ନିୟମ୍ ନଏଁ, ମାତର୍ ତାର୍ ଆତ୍ମାଇ ଅନି ଅଇଲାଟା । ଲେକ୍ଲା ନିୟମ୍ ମରନ୍ ଆନ୍ସି, ମାତର୍ ପର୍ମେସରର୍ ଆତ୍ମା ନ ସାର୍ବା ଜିବନ୍ ଦେଇସି ।
ଆମର୍ ମାପ୍ରୁ ଜିସୁକେ ପର୍ମେସର୍ ମଲାତେଇଅନି ଉଟାଇଲା । ସେ ଗଟେକ୍ ଗଉଡ୍ପାରା ଆମ୍କେ ଜାଗିରଇସି । ଆମେ ପର୍ମେସର୍ ସଙ୍ଗ୍ ସବୁଦିନର୍ପାଇ ଗଟେକ୍ ଅଇବାଟାକେ ତାର୍ ବନି ଜରାଇଲା ।