28 ସେଟାର୍ପାଇ ତମେ ନିଜ୍କେ ପରିକା କରି ଦେକ୍ବାର୍ଆଚେ, ଦେକି ସାରାଇ ଏ ରୁଟି କାଇଅଇସି ଆରି ମୁତାଇଅନି ଡୁକି ଅଇସି ।
ଏ କାତା ସୁନି ସିସ୍ମନ୍ କାବା ଅଇଗାଲାଇ । ଆରି ଗଟେକ୍ ଗଟେକ୍ ଲକ୍ ଜିସୁକେ ପାଚାର୍ଲାଇ “ମାପ୍ରୁ ସେ ଲକ୍ ମୁଇ କି ?”
କାଇକେବଇଲେ ଜଦି ସେ ରୁଟି କାଇଲାବେଲେ ଜେ ମାପ୍ରୁର୍ ଗାଗଡ୍ ଆରି ମୁତାଇଅନି ଡୁକ୍ଲାବେଲେ ସତ୍ବିସଇ ନ ବୁଜତ୍, ସେମନ୍ ନିଜେ ନିଜର୍ ଉପ୍ରେ ପର୍ମେସରର୍ ଡଣ୍ଡ୍ ଡାକି ଆନ୍ଲାଇନି ।
ମାତର୍ ଆମେ ଜଦି ନିଜ୍କେ ପରିକା କର୍ତା ଆଲେ, ପର୍ମେସରର୍ ଡଣ୍ଡ୍ ଆମର୍ ଉପ୍ରେ ନ ଆଇତା ।
ତମେ ନିଜେ ନିଜେ ବିସ୍ବାସେ ଆଚାସ୍ କି ନାଇ, ବିଚାର୍ କରି ଦେକା । ଜିସୁକିରିସ୍ଟ ତମର୍ ବିତ୍ରେ ବାସା ଅଇଆଚେ ବଲି ନାଜାନାସ୍ କି ? ତମେ ବିସ୍ବାସ୍ କରାସ୍ ନାଇକେ, କିରିସ୍ଟ ତମର୍ଟାନେ ବାସା ଅଏନାଇ ।
ସବୁ ଲକ୍ ନିଜର୍ ନିଜର୍ ଚଲାଚଲ୍ତି ବିଚାର୍ କରି ଦେକ୍ବାର୍ ଆଚେ । ଜଦି ସେଟା ନିକ ଅଇରଇସି, ତେବେ ସେ ନିଜେ ସାର୍ଦା ଅ । ଆରି ବିନ୍ ଲକର୍ କାମ୍ସଙ୍ଗ୍ ନିଜେ କଲାଟା ସମାନ୍ ନ କର ।