୧ମ କରନ୍ତିୟ 11:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 କିରିସ୍ଟ ସବୁ ମୁନୁସ୍ ପିଲାମନର୍ ନେତା, ଆରି ମୁନୁସ୍ ମାଇଜିର୍ ନେତା, ଆରି ପର୍ମେସର୍ କିରିସ୍ଟର୍ ନେତା । ଏଟା ତମେ ଜାନିରୁଆ ବଲି ମୁଇ ମନ୍ କଲିନି । အခန်းကိုကြည့်ပါ။ |
କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଲାଇ ଆଚତ୍ । କିରିସ୍ଟ ଜେ କି ଗାଗଡର୍ ମୁଣ୍ଡ୍ ଅଇଆଚେ । ମୁଣ୍ଡ୍ ଜେନ୍ତାର୍କି ଗାଗଡ୍କେ ବାଟ୍ ଦେକାଇସି, ସେନ୍ତାରିସେ ତାର୍ ଲକ୍ମନ୍ ଗଟେକ୍ ଅଇରଇବାକେ କିରିସ୍ଟ ବାଟ୍ ଦେକାଇସି । ଗାଗଡର୍ ସନ୍ଦି ଆରି ଚିର୍ ଗାଗଡ୍କେ ଗଟେକ୍ କରି ସଙ୍ଗଇଲାପାରା । ଆରି ପର୍ମେସର୍ ମନ୍କଲାପାରା ସେଟା ବଡ୍ସି ।