୧ମ କରନ୍ତିୟ 11:34 - ସତିଅର୍ ବାଟ୍ ନୁଆ ନିୟମ୍ 202034 ଜଦି କେ ବୁକେ ଆଚେ, ସେ ନିଜର୍ ଗରେ କାଇକରି ଆଇବାର୍ ଆଚେ । ଜେନ୍ତିକି ତମେ ରୁଣ୍ଡ୍ଲାବେଲେ ପର୍ମେସରର୍ ଡଣ୍ଡ୍ ତମର୍ ଉପ୍ରେ ନ ଆସେ । ଆରି ରଇଲା ବିନ୍ ବିନ୍ ବିସଇମନ୍ ମୁଇ ଆଇଲେ, ପଚେ ବୁଜାଇ ଦେବି । အခန်းကိုကြည့်ပါ။ |
ସେଟାର୍ପାଇ ମୁଇ ତିମତିକେ ତମର୍ ଲଗେ ପାଟାଇ ଆଚି । ମୁଇ ତାକେ ଆଲାଦ୍ କଲିନି । ସେ ମର୍ ନିଜର୍ ପିଲା ପାରା ଆରି ମାପ୍ରୁର୍ ସେବାକାମେ ସବୁ ନିକସଙ୍ଗ୍ କର୍ସି । ଜେଡ୍କିବେଲେ ସେ ତମର୍ଟାନେ ଆଇସି, କିରିସ୍ଟର୍ତେଇ ମିସ୍ଲାର୍ ପାଇ ବଲି ମୁଇ କେନ୍ତି ଚଲାଚଲ୍ତି କଲିନି, ସେ ବିସଇନେଇ ସେ ତମ୍କେ କଇସି । ସେ ସମାନ୍ ବିସଇ, ସବୁ ମଣ୍ଡଲିର୍ ବିସ୍ବାସିମନ୍କେ ମୁଇ ସିକାଇଲିନି ।