୧ମ କରନ୍ତିୟ 11:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ଜେଡେବେଲେ ତମେ ମଣ୍ଡଲିତେଇ ରୁଣ୍ଡ୍ସା, ତେଇ ଗଟେକ୍ ମୁନୁସ୍ ପିଲା ପାର୍ତନା କଲାନି କି ପର୍ମେସରର୍ କାତା ଜାନାଇଲାନି, ସେ ତାର୍ ମୁଣ୍ଡ୍ ଡାବ୍ବାର୍ ନାଇ । ସେନ୍ତାର୍ କଲେ ସେ କିରିସ୍ଟକେ ଲାଜ୍ କରାଇସି । အခန်းကိုကြည့်ပါ။ |
କିରିସ୍ଟର୍ ଏ ଗାଗ୍ଡେ ପର୍ମେସର୍ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ କାମ୍ ଦେଲାଆଚେ । ପର୍ତୁମ୍ ପେରିତ୍ ଇସାବେ ବାଚ୍ଲା ଲକ୍, ତାର୍ ପଚେ ବବିସତ୍ କାତା କଇବା ଲକ୍ମନ୍କେ, ସିକାଉମନ୍କେ, କାବାଅଇଜିବା କାମ୍ କର୍ବା ଲକ୍କେ, ନିକ କର୍ବା ଲକ୍ମନ୍କେ, ସାଇଜ କର୍ବା ଲକ୍ମନ୍କେ, ନେତା ଇସାବେ ଦାଇତ୍ ନେବାକେ, ଆରି ନାଜାନ୍ଲା ବାସାଇ କାତା କଇବା ଲକ୍ମନ୍କେ ବାଚ୍ଲା ଆଚେ ।