11 ମାତର୍ ଏ ସବୁଜାକ ବପୁ ଗଟେକ୍ ଆତ୍ମାସେ କରି ରଇସି । ସେ ନିଜର୍ ମନ୍ କଲା ଇସାବେ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ ବିସଇର୍ ଦାନ୍ ଦେଇରଇସି ।
ଉଁ ବାବା, ତମର୍ ମନ୍ କଲା ଇସାବେ ଏ ସବୁ ଗଟ୍ଲାନି ।”
ମର୍ ନିଜର୍ ଦନ୍, ମୁଇ ଜେନ୍ତି ମନ୍ କଲିନି, ସେନ୍ତି କର୍ଚ କର୍ବାକେ ମର୍କାଇ ଅଦିକାର୍ ନାଇ କି ? କି ମୁଇ ଦାନ୍ ଇସାବେ ଦେଲିନି ବଲି ଆଁକାର୍ ଅଇଲାସ୍ନି ?”
ଜଅନ୍ କଇଲା, “ପର୍ମେସର୍ ନ ଦେଲେ, କେ ମିସା କାଇଟା ନ ପାଅତ୍ ।
ପବନ୍ ଜନ୍ ବାଟେ ଜିବାକେ ମନ୍ କର୍ସି ସେ ବାଟେସେ ଜାଇସି, ଆରି ତମେ ତାର୍ ସବଦ୍ ସୁନ୍ସା । ମାତର୍ ସେଟା କନ୍ତିଅନି ଆଇସି ଆରି କନ୍ ବାଟେ ଜାଇସି ସେଟା ନାଜାନାସ୍ । ଆତ୍ମାଇ ଜନମ୍ ଅଇଲା ସବୁ ଲକ୍ମନ୍ ମିସା ସେନ୍ତାରିସେ ।”
ବାବା ପର୍ମେସର୍ ଜେନ୍ତି ମଲାଲକ୍ମନ୍କେ ଜିବନ୍ କରି ଉଟାଇସି, ସମାନ୍ ସେନ୍ତି ମୁଇ ମିସା ତାର୍ ପିଲା ଜାକେ ଜାକେ ମନ୍ କର୍ବି, ସେମନ୍କେ ମଲାତେଇଅନି ଉଟାଇବି ।
ସେଟାର୍ ପାଇ ପରମେସର୍ ଆମ୍କେ ଜିବନ୍ ଦୁକାଇ ଜେତ୍କି ବିନ୍ ବିନ୍ ବପୁର୍ ଦାନ୍ ଦେଲା ଆଚେ, ସେ ସବୁ ବପୁ ଆମର୍ କାମେ ଲାଗାଇବାର୍ ଆଚେ । ଜଦି ଆମ୍କେ ପର୍ମେସରର୍ ବାକିଅ ଜାନାଇବା ବପୁ ଦେଲାଆଚେ, ସେନ୍ତାର୍ଆଲେ ଆମେ ପାଇରଇବା ବିସ୍ବାସ୍ ଇସାବେ ସେଟା କର୍ବାର୍ ଆଚେ ।
ତେବର୍ପାଇ ପରମେସରର୍ ମନ୍କଲା ଇସାବେ, ସେ କାକେ କାକେ ଦୟା ଦେକାଇସି ଆରି କାକେ କାକେ ମନ୍ ଆଁଟ୍ ଅଇବାକେ ଚାଡିଦେଇସି ।
ମାତର୍ ଗାଗଡ୍ ସେନ୍ତାରି ନଏଁ । କାଇକେବଇଲେ ପର୍ମେସର୍ ତାର୍ ନିଜର୍ ମନ୍ କଲା ଇସାବେ ଗାଗଡର୍ ସବୁ ବାଗ୍, ସମାନ୍ ଜାଗାଇ ସାଜାଡି ସଙ୍ଗଇଆଚେ ।
ସୁକଲ୍ ଆତ୍ମାର୍ ଦାନ୍ ବିନ୍ ବିନ୍ ରକାମ୍, ମାତର୍ ଜନ୍ ଆତ୍ମା ସେଟାମନ୍ ଦେଇସି ସେ ଗଟେକ୍ ସେ ।
କାମ୍ କର୍ବା ବପୁ ବିନ୍ ବିନ୍ ରକାମର୍, ମାତର୍ ପର୍ମେସର୍ ଗଟେକ୍ । ସେ ଆକା ସବୁକେ ବପୁ ଦେଲାନି ।
ମାପ୍ରୁ ଜାକେ ଜେନ୍ତି ଜିବନ୍ ଦୁକାଇ ଆଚେ, ପର୍ମେସର୍ ଜାକେ ଜନ୍ ଇସାବେ ଡାକ୍ଲା ଆଚେ, ସେ ସେନ୍ତାର୍ ଜିଉନା କାଉନା କର । ମୁଇ ସବୁ ମଣ୍ଡ୍ଲିଟାନେ ଏ ରକାମ୍ ଆଦେସ୍ ଦେଲିନି ।
ତମେ ସବୁଲକ୍ ମର୍ପାରା ବିବା ନ ଉଆ ବଲି ମୁଇ ମନ୍ କଲିନି । ମାତର୍ ଗଟେକ୍ ଗଟେକ୍ ଲକ୍କେ ପର୍ମେସରର୍ ଟାନେଅନି ମୁଲିଅ ରଇବା ଦାନ୍ ମିଲିଆଚେ । ଗଟେକ୍ ଲକ୍କେ ଗଟେକ୍ ରକାମ୍ଟା ଆରି ବିନ୍ ଲକ୍କେ ବିନ୍ ରକାମ୍ ଦାନ୍ ଦେଲାଆଚେ ।
ମାତର୍ ଆମେ, ଆମର୍ କାମ୍ ବିସଇନେଇ ଅଦିକ୍ ବଡ୍ପନ୍ ଅଉନାଇ । ଆମେ ଜେତ୍କି ବଡ୍ପନ୍ ଅଇବାର୍ ଆଚେ ସେତ୍କି ବଡ୍ପନ୍ ଅଇବୁ । ପର୍ମେସର୍ ଆମ୍କେ ଜେତ୍କି କାମ୍ ଦେଲାଆଚେ, ସେତ୍କି କାମେ, ଆମେ ବଡ୍ପନ୍ ଅଇବୁ । ଆରି ତମର୍ ବିତ୍ରେ ଆମେ କର୍ବା କାମ୍ ମିସା ତେଇ ମିସ୍ଲା ଆଚେ ।
କିରିସ୍ଟର୍ ସଙ୍ଗ୍ ମିସାଇ କରି, ପରମେସର୍, ଆମେ ଜିଉଦିମନ୍କେ ବାଚି ଆଚେ । କାଇକେ ବଇଲେ ଆଗେ ଅନି ଏନ୍ତାରି କର୍ବାକେ ସେ ଜଜ୍ନା କରି ରଇଲା । ସେ ଜେନ୍ତାରି ମନ୍ କର୍ସି, ସେ ଇସାବେ ସବୁ ବିସଇ ପୁରାପୁରୁନ୍ କର୍ସି ।
ମାତର୍ କିରିସ୍ଟ ଆମେ ବିନ୍ ବିନ୍ ଲକ୍କେ ବିନ୍ ବିନ୍ ଦାନ୍ ଦେଲାଆଚେ । ସେଟା କାକେ କେନ୍ତାରି ବାଟା କର୍ବାର୍ ଆଚେ, ସେ ସେ ଟିକ୍ କଲାଆଚେ ।
ସେମନ୍ ପର୍ମାନ୍ କଲାଟା ସତ୍ ବଲି ପର୍ମେସର୍ ମିସା ସାକିଦେଲା । କାଇକେବଇଲେ ସେ ସେମନ୍କେ, କେତେ ରକାମର୍ ଚିନ୍ ଆରି କାବାଅଇଜିବା କାମ୍ମନ୍, ନ ଗଟ୍ବା ଗଟ୍ନାମନ୍ କର୍ବାକେ ବପୁଦେଲା । ତାର୍ ମନ୍ କଲା ଇସାବେ ସୁକଲ୍ଆତ୍ମାର୍ ଦାନ୍ ମିସା ସେମନ୍କେ ବାଟାକରି ଦେଇ ରଇଲା ।
ତାର୍ ସତ୍ ବାକିଅ ଆମ୍କେ ଜାନାଇକରି ତାର୍ତେଇଅନି ଆମ୍କେ ଜିବନ୍ ଦେବାକେ ସେ ମନ୍ କଲା । ଜେତ୍କି ସବୁ ବିସଇ ସେ ତିଆର୍କଲା ମିସା ଆମେ ଅବ୍କା ତାର୍ପାଇସେ ଅଇବାକେ ସେ ମନ୍ କଲା ।