୧ମ କରନ୍ତିୟ 12:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ତମେ ଜିସୁକେ ବିସ୍ବାସ୍ କର୍ବା ଆଗ୍ତୁ ଜିବନ୍ ନ ରଇବା ପୁତ୍ଲାମନ୍କେ ପୁଜାକରି ବାଟ୍ ବାନା ଅଇଜାଇ ରଇଲାସ୍ । အခန်းကိုကြည့်ပါ။ |
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।
କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ ଜନ୍ଟା କର୍ବାକେ ମନ୍ କର୍ବାଇ, ସେନ୍ତାରି ତମେମିସା କର୍ତେ ରଇଲାସ୍ । ଆରି ସେନ୍ତାରି କରି କରି ଚୁଚାଇ ଚୁଚାଇ ଦିନ୍ ଗାଲା । ତମର୍ ଗାଗଡର୍ ପାପେରଇବା ଗୁନ୍ଚଲନ୍ ଇସାବେ ଲାଜର୍ ବିସଇ, ପାଦ୍ରା କାମ୍ କର୍ବାକେ ମନ୍ କର୍ବା ବିସଇ, ମାତିରଇବା ବିସଇ, କରାପ୍ ବିସଇଟାନେ ମଜାମଜ୍ଲିସ୍ କର୍ବା ବିସଇ ଆରି ପର୍ମେସର୍ ଗିନ୍କର୍ବା ପୁତ୍ଲା ପୁଜା କର୍ବାଟାମନ୍ କର୍ତେରଇଲାସ୍ ।