20 ମାତର୍ ସତ୍ ବିସଇ ଅଇଲାନି ବେସି ବାଗ୍ ରଇଲେ ମିସା ଗାଗଡ୍ ଗଟେକ୍ସେ ।
ସେନ୍ତାରିସେ ଆମେ ଜେତ୍କି ଲକ୍ କିରିସ୍ଟତେଇ ମିସ୍ଲୁଆଚୁ, ଆମେ ତାର୍ ଗାଗଡ୍ ଅଇଲୁଆଚୁ । ଗାଗଡର୍ ଆତ୍ ଗଡ୍ ପାରା ଆମେ ସବୁ ଲକ୍ ମିସିଆଚୁ ।
ଜେନ୍ତିକି ବିନ୍ ବିନ୍ ବାଗ୍ ମିସିକରି ରଇଲେ ମିସା ଗାଗଡ୍ ଗଟେକ୍ସେ, ସେନ୍ତାରିସେ କିରିସ୍ଟ ଗଟେକ୍ ଗାଗଡ୍ ପାରା । ଜନ୍ତେଇ କି ବିନ୍ ବାଗ୍ ମିସିଆଚତ୍ ।
ଆମର୍ ଗାଗଡ୍ ବିସଇ ଆରି ଗଟେକ୍ତର୍ ଚିନ୍ତା କରିଦେକୁ । ସେଟାକେ ଗଟେକ୍ ବାଗ୍ ନାଇ ମାତର୍ ବେସି ବାଗ୍ ଆଚେ ।
ଆରି ଗାଗଡ୍କେ ଜଦି ଗଟେକ୍ସେ ବାଗ୍ ରଇତା, ତେବେ ଗାଗଡ୍ ବଲି କେନ୍ତି ବଲାଇ ଅଇତା ?
ତର୍ ଟାନେ ମର୍ କାଇ ଲଡା ନାଇ, ବଲି ଆଁକି ଆତ୍କେ କଇନାପାରେ କି, ମୁଣ୍ଡ୍ ପାଦ୍କେ କଇ ନାପାରେ ।