23 ଆରି ଜନ୍ ଗାଗଡର୍ ବାଗ୍ ବେସି ମୁକିଅ ନାଇ, ଆରି ସୁନ୍ଦର୍ ନ ଡିସେ, ସେଟାମନ୍ସେ ଆମେ ନିକସଙ୍ଗ୍ ଜତନ୍ କରି ଡାବ୍ଲୁନି ।
କାଇକେବଇଲେ ଜନ୍ ଗାଗଡର୍ ବାଗ୍ ବିନ୍ଟାମନର୍ ତେଇଅନି ଦୁର୍ବଲ୍ ଆଚେ ବଲି ଆମେ ବାବ୍ଲୁନି, ସେଟାମନ୍ସେ ଆମ୍କେ ବେସି ଲଡାକେ ଆଇସି ।
ଆରି ଜନ୍ ବାଗ୍ ବାଇରେ ଅନି ସୁନ୍ଦର୍ ଡିସ୍ସି, ସେଟାମନ୍ ସେନ୍ତାରି ଜତନ୍ କର୍ବା ଦର୍କାର୍ ନାଇ । ପର୍ମେସର୍ ଆମର୍ ଗାଗଡର୍ ବାଗ୍ମନ୍କେ କାଇକେ ଏନ୍ତି ସାଜାଇଲା ବଇଲେ, ଜନ୍ଟାକି ବେସି ମୁକିଅ ନାଇ ବଲି ଆମେ ବାବ୍ଲୁନି, ସେଟାମନ୍କେ ଆମେ ନିକସଙ୍ଗ୍ ଜତନ୍ କରି ସନ୍ମାନ୍ ଦେବୁ ।
ମାତର୍ ମାଇଜିମନ୍ ପିଲାଟକିମନ୍କେ ଜନମ୍ ଦେଇକରି ଉଦାର୍ ପାଇବାଇ । ସେମନ୍ କିରିସ୍ଟକେ ବିସ୍ବାସ୍ କରି ବିନ୍ ଲକ୍ମନ୍କେ ଆଲାଦ୍ କରି ସୁଆଲ୍ ସୁକଲ୍ ସଙ୍ଗ୍ ଚଲାଚଲ୍ତି କରତ୍ ।
ସେନ୍ତାରିସେ ମାଇଜିମନ୍ ମିସା ଜାଗ୍ରତ୍ ରଇକରି ସୁଆଲ୍ସୁତର୍ ଉଆ । ମୁଣ୍ଡର୍ ଚେଣ୍ଡିତେଇ ଚିକ୍ଚାକ୍ ନ କରି, ସୁନା କି ମୁକ୍ତା କି ଅଦିକ୍ ଦାମ୍ ଦେଇରଇବା ଲୁଗା ନ ପିନ୍ଦିକରି, ନିକ ବୁଦିସଙ୍ଗ୍ ମର୍ଜିତା ସଙ୍ଗ୍ ନିଜ୍କେ ମାନ୍ଲାପାରା ତିଆର୍ ଉଆ ।