25 ଜେନ୍ତାରି କି ଗାଗଡର୍ ବାଗ୍ ସବୁ ଗଟେକ୍ ବାଗ୍ ଆରି ଗଟେକ୍ ବାଗ୍କେ ବିରଦ୍ ନ କରେ, ମାତର୍ ତାକର୍ ତାକର୍ ବିତ୍ରେ ସାଇଜ ଅଇବାଇ । ତେବେ ଗାଗଡର୍ ଗଟେକ୍ ବାଗ୍କେ ଦୁକା ଅଇଲେ, ସେଟା ସବୁର୍ପାଇ ଦୁକା ।
ଆରି ଜନ୍ ବାଗ୍ ବାଇରେ ଅନି ସୁନ୍ଦର୍ ଡିସ୍ସି, ସେଟାମନ୍ ସେନ୍ତାରି ଜତନ୍ କର୍ବା ଦର୍କାର୍ ନାଇ । ପର୍ମେସର୍ ଆମର୍ ଗାଗଡର୍ ବାଗ୍ମନ୍କେ କାଇକେ ଏନ୍ତି ସାଜାଇଲା ବଇଲେ, ଜନ୍ଟାକି ବେସି ମୁକିଅ ନାଇ ବଲି ଆମେ ବାବ୍ଲୁନି, ସେଟାମନ୍କେ ଆମେ ନିକସଙ୍ଗ୍ ଜତନ୍ କରି ସନ୍ମାନ୍ ଦେବୁ ।
ଗଟେକ୍ ବାଗ୍ ଦୁକା ଅଇଲେ, ଆରି ଅଲ୍ଗା ବାଗ୍କେ ମିସା ଦୁକା ଅଇସି । ଗଟେକ୍ ବାଗ୍ ଡାକ୍ପୁଟା ଅଇଲେ, ସେମନ୍ ସବୁ ମିସି ସାର୍ଦା ଅଇବାଇ ।
ତେବେ, ତମେ ନିଜର୍ ମନ୍ କଲା ଇସାବେ ରଇବା ଲକ୍ମନର୍ପାରା ଆଚାସ୍ । ମୁଇ ଏଟାର୍ ପାଇ କଇଲିନି, କାଇକେବଇଲେ ତମର୍ ତମର୍ ବିତ୍ରେ ଇଁସା ତଲା, ଲାଗାଜଡା ଆରି ଜାତିନିତି ଆଚେ । ତମେ ନିଜର୍ ମନ୍ କଲା ଇସାବେ ରଇବା ଲକ୍ ବଲି ଜାନାପଡ୍ଲାନି । ଜଗତର୍ ଲକ୍ମନର୍ ପାରା, ନିଜର୍ ମନ୍ କଲା ଇସାବେ ଚଲାଚଲ୍ତି କଲାସ୍ନି ।
ଏବେ ଏ ମର୍ ବାଇବଇନିମନ୍ ମୁଇ ରଇଲିନି । ତମର୍ ଚଲାଚଲ୍ତି ସିଦ୍ କର୍ବାକେ ଜବର୍ ଚେସ୍ଟା କରା । ମର୍ ଆଦେସ୍ ସବୁ ମାନିକରି ରୁଆ । ସବୁଲକ୍ ଗଟେକ୍ ମନ୍ ଅଇକରି ସାନ୍ତିଅଇ ରୁଆ । ତେବେ ଆଲାଦ୍ ଆରି ସାନ୍ତିର୍ ପର୍ମେସର୍ ତମର୍ ସଙ୍ଗ୍ ରଇସି ।
ଜନ୍ ଲକ୍ ପାପ୍ କରିଆଚେ, ତାର୍ ବଲ୍ ପାଇ କି ଜନ୍ ଲକର୍ ବିରୁଦେ ପାପ୍ କରାଇଅଇଲା, ତାର୍ ବଲ୍ ପାଇ ମୁଇ ସେ ଚିଟି ଲେକିନାଇ । ମାତର୍ ଆମ୍କେ ତମେ ଏତେକ୍ ଆଲାଦ୍ କଲାସ୍ନି, ସେଟା ତମେ ନିକସଙ୍ଗ୍ ଜାନ୍ବାକେ ମୁଇ ଲେକିରଇଲି । ପର୍ମେସର୍ ଏଟା ଜାନିଆଚେ ।
ଆମେ ପର୍ମେସର୍କେ ଦନିଅବାଦ୍ ଦେଲୁନି, ଜେନ୍ତି ତମ୍କେ ସାଇଜ କର୍ବାକେ ମନ୍ କଲୁ, ସେନ୍ତାରିସେ ତିତସ୍କେ ମିସା ସାଇଜ କର୍ବାକେ ମନ୍ ଦେଲା ।