26 ଗଟେକ୍ ବାଗ୍ ଦୁକା ଅଇଲେ, ଆରି ଅଲ୍ଗା ବାଗ୍କେ ମିସା ଦୁକା ଅଇସି । ଗଟେକ୍ ବାଗ୍ ଡାକ୍ପୁଟା ଅଇଲେ, ସେମନ୍ ସବୁ ମିସି ସାର୍ଦା ଅଇବାଇ ।
ମାତର୍ ଜିସୁ ତାକେ କଇଲା, “ମର୍ କାତାଇ ରାଜି ଅଇ ଜା । କାଇକେବଇଲେ ଏଟାର୍ ଲାଗି ଆମେ ପର୍ମେସର୍ ମନ୍ କରିରଇବା କାମ୍ କରିଅଇସି ।” ସେଟାର୍ପାଇ ଜଅନ୍ ତାକେ ଡୁବନ୍ ଦେବାକେ ରାଜି ଅଇଲା ।
ସେଟାର୍ପାଇ ତମର୍ ଉଜାବାଟର୍ ଆଁକିର୍ ଲାଗି ତମେ ପାପ୍କରିଆଚାସ୍, ତେବେ ସେଟା ବେଟି ପିଙ୍ଗି ଦିଆସ୍, କାଇକେ ବଇଲେ ତମର୍ ସବୁ ଗାଗଡ୍ ନର୍କେ ଜିବା ବାଦୁଲେ ଗଟେକ୍ ଆଁକି ନସ୍ଟ ଅଇବାଟା ତମର୍ପାଇ ନିକ ।
ଜଦି ଗଟେକ୍ ଲକ୍କେ ସାର୍ଦାର୍ ଦିନ୍ ଆଇଲାଆଚେ, ତେବେ, ତାର୍ ସଙ୍ଗ୍ ମିସି ସାର୍ଦା କରା, ଜଦି ଦୁକର୍ ଦିନ୍ ଆସିରଇଲେ, ସେ ଲକର୍ ସଙ୍ଗ ମିସି ଦୁକ୍ କରା ।
ଜେନ୍ତାରି କି ଗାଗଡର୍ ବାଗ୍ ସବୁ ଗଟେକ୍ ବାଗ୍ ଆରି ଗଟେକ୍ ବାଗ୍କେ ବିରଦ୍ ନ କରେ, ମାତର୍ ତାକର୍ ତାକର୍ ବିତ୍ରେ ସାଇଜ ଅଇବାଇ । ତେବେ ଗାଗଡର୍ ଗଟେକ୍ ବାଗ୍କେ ଦୁକା ଅଇଲେ, ସେଟା ସବୁର୍ପାଇ ଦୁକା ।
ଆମେ ଜେତ୍କି ଲକ୍ ବିସ୍ବାସି, କିରିସ୍ଟର୍ ଗାଗଡ୍ ସଙ୍ଗ୍ ସମାନ୍ କରିଅଇସି । ଆରି ତେଇ ଆମେ ଗଟେକ୍ ଗଟେକ୍ ବାଗ୍ ।
ତମର୍ ତମର୍ ବିତ୍ରେ, ଜିବନେ ଆଇବା ବଜ୍ ବିସଇ ବଇବାକେ ସାଇଜ କରାକରି ଉଆ । ଏନ୍ତାରି କଲେ ତମେ କିରିସ୍ଟର୍ ଆଦେସ୍ ମାନ୍ସା ।
ବନ୍ଦି ଗରେ ରଇବା ଲକ୍ମନ୍କେ ତମେ ତାକର୍ ସଙ୍ଗ୍ ରଇଲାପାରା ଦୟା ଦେକାଆ । ଦୁକ୍କସ୍ଟ ଅଇରଇବା ଲକ୍ମନ୍କେ ନିଜେ ତାକର୍ପାରା ଦୁକ୍କସ୍ଟ ପାଇଲୁନି ବଲି ଏତାଆ ।
ସାରାସାରି ତମର୍ ସବୁଲକର୍ ମନ୍ ଗଟେକ୍ ଅ । ଦୁକ୍ସୁକ୍ ବେଲେ ତମର୍ ତମର୍ ବିତ୍ରେ ମିସିବିଡି ରୁଆ । ନିଜର୍ ନିଜର୍ ବିତ୍ରେ ଆଲାଦ୍ ଅଇକରି ସୁଆଲେ ରୁଆ ।