୧ମ କରନ୍ତିୟ 12:31 - ସତିଅର୍ ବାଟ୍ ନୁଆ ନିୟମ୍ 202031 ତେବେ ଅଦିକ୍ ମୁକିଅ ରଇବା ବପୁ ପାଇବାକେ ଆମେ ମନ୍ କର୍ବାର୍ ଆଚେ । ସବୁର୍ଟାନେ ଅନି ମୁକିଅ ବପୁର୍ ବିସଇ ମୁଇ ତମ୍କେ ଜାନାଇବି । အခန်းကိုကြည့်ပါ။ |
ଏବଲର୍ ବିସଇ ବାବି ଦେକୁ । ତାର୍ ବିସ୍ବାସର୍ ଲାଗି ସେ ଜନ୍ଟା ପର୍ମେସର୍କେ ସର୍ପି ଦେଇରଇଲା, ତାର୍ ବାଇ କଇନ୍ ଦେଲାଟାନେଅନି ନିକରଇଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ବଲି ଏଜାଇଲା । ସେ ସର୍ପିଦେଲାଟା ପର୍ମେସର୍ ମାନ୍ଲାକେ ଆମେ ଏଟା ଜାନ୍ଲୁନି । ତେବର୍ପାଇ ଏବଲ୍ ମରିଗାଲେମିସା ତାର୍ ବିସ୍ବାସର୍ ଲାଗି, ସେ ଆମ୍କେ କାଇକାଇଟା କଇଲାନି ।