5 ସେବା ବିନ୍ ବିନ୍ ରକାମର୍, ମାତର୍ ଜନ୍ ମାପ୍ରୁ ସେବା ପାଇଲାନି, ସେ ଗଟେକ୍ ସେ ।
ତମ୍କେ ନେତା ବଲି ମିସା କେ ନ ଡାକତ୍, କାଇକେ ବଇଲେ ଗଟେକ୍ ସେ ନେତା, ସେ ଅଇଲାନି ମାପ୍ରୁ ମସିଅ ।
ଇସ୍ରାଏଲିଅ ମନର୍ ଲଗେ ପର୍ମେସର୍ ଜନ୍ କବର୍ ପାଟାଇରଇଲା, ସେଟା ତୁଇ ଜାନିଆଚୁସ୍ । ଜିସୁ କିରିସ୍ଟ ଜେ କି ସବୁର୍ ମାପ୍ରୁ, ସେ କରିରଇବା କାମେଅନି ସବୁଲକ୍ମନ୍ ସାନ୍ତିସଙ୍ଗ୍ ମିସ୍ବାଇ, ବଲି ପର୍ମେସର୍ ଆମ୍କେ ଜାନାଇଲାଆଚେ ।
ସୁକଲ୍ ଆତ୍ମାର୍ ଦାନ୍ ବିନ୍ ବିନ୍ ରକାମ୍, ମାତର୍ ଜନ୍ ଆତ୍ମା ସେଟାମନ୍ ଦେଇସି ସେ ଗଟେକ୍ ସେ ।
କାମ୍ କର୍ବା ବପୁ ବିନ୍ ବିନ୍ ରକାମର୍, ମାତର୍ ପର୍ମେସର୍ ଗଟେକ୍ । ସେ ଆକା ସବୁକେ ବପୁ ଦେଲାନି ।
ସେମନ୍ ରଇଲେ ମିସା ଆମର୍ ଗଟେକ୍ ଆକା ବାବା ପର୍ମେସର୍, ଜନ୍ ବାବା କି ସବୁ ତିଆର୍ କଲାଆଚେ, ଆରି ଆମେ ତାର୍ ଲାଗି ବଁଚ୍ଲୁନି, ମାତର୍ ଗଟେକ୍ ବଲି ମାପ୍ରୁ ଜିସୁ କିରିସ୍ଟ, ତାର୍ ଲାଗି ସବୁ ବିସଇ ଅଇଆଚେ, ଆରି ତାର୍ ଲାଗି ଆମେ ବଁଚ୍ଲୁନି ।
ଆରି ସବୁ ଲକ୍ ଜିସୁକିରିସ୍ଟସେ ମାପ୍ରୁ ବଲି ମାନିଅଇବାଇ । ଏନ୍ତାରି ଅଇଲେ ବାବା ପର୍ମେସର୍ ଡାକ୍ପୁଟା ପାଇସି ।