୧ମ କରନ୍ତିୟ 12:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ମାତର୍ ସବୁ ଲକର୍ ମଙ୍ଗଲ୍ ପୁରାପୁରୁନ୍ ଅଇବାକେ ବିନ୍ ବିନ୍ ଲକର୍ ବିତ୍ରେ ସୁକଲ୍ ଆତ୍ମାର୍ ବପୁ ବିନ୍ ବିନ୍ ଇସାବେ ଜାନାପଡ୍ସି । အခန်းကိုကြည့်ပါ။ |
ତମେ ସବୁଲକ୍ ନାଜାନ୍ଲା ବାସାଇ କାତା ଅଇଲେ ମୁଇ ସାର୍ଦା ଅଇବି । ମାତର୍ ପର୍ମେସରର୍ ବାକିଅ ଜାନାଇବାକେ ବପୁ ଉଆ ବଲି ମୁଇ ଅଦିକ୍ ମନ୍ କଲିନି । କାଇକେବଇଲେ ପର୍ମେସରର୍ ବାକିଅ ପାଇକରି ଜାନାଇବା ଲକ୍, ନାଜାନ୍ବା ବାସାଇ କାତା ଅଇବା ଲକର୍ ଟାନେଅନି ମୁକିଅ । ଜଦି ମଣ୍ଡଲିର୍ କେ ମିସା ସେ କଇଲା ବିସଇର୍ ଅରତ୍ ନ ବୁଜାଇବାଜାକ ଗୁଲାଇ ମଣ୍ଡଲି ସାଇଜ ନଏଁ ।