୧ମ କରନ୍ତିୟ 12:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ସୁକଲ୍ ଆତ୍ମା କାକେ କାକେ ବୁଦିର୍ ବାକିଅ କଇବାକେ ଦେଇସି, ଆରି କାକେ କାକେ ଗିଆନର୍ ବାକିଅ ଦେଇସି । အခန်းကိုကြည့်ပါ။ |
ଏ ବାଇବଇନିମନ୍, ମର୍ କଇବା କାତା ଅଇଲାନି, ତମେ ଉପାସନା କର୍ବାକେ ରୁଣ୍ଡ୍ଲା ବେଲାଇ ଏନ୍ତାରି କରା । ତମର୍ ବିତ୍ରେଅନି କାକେ କାକେ ଗିତ୍ ଆଚେ, କାକେ କାକେ, ସିକିଆ ଦେବାଟା ଆଚେ, ଆରି କାକେ କାକେ ପର୍ମେସରର୍ ଟାନେ ଅନି କାତା ପାଇ, ସେଟା ଜାନାଇବାଟା ଆଚେ, କି ନାଜାନ୍ଲା ବାସାଇ କାତା କଇବାଟା ଆଚେ, ଆରି କାକେ କାକେ ନାଜାନ୍ଲା ବାସାଇ କଇଲା କାତାର୍ ଅରତ୍ ବୁଜାଇବା ବପୁ ଆଚେ, ଏନ୍ତି କାଇଟା ନଇଲେ କାଇଟା ଆଚେ । ଏଟା ସବୁ ଅଇସି, ତେବେ ମଣ୍ଡଲିର୍ ବିସ୍ବାସି ମନର୍ ବିସ୍ବାସ୍ ଡାଁଟ୍ ଅଇସି ।
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।
ତମେ ବେସି ବିସଇଟାନେ ପୁରାପୁରୁନ୍ ଆଚାସ୍ । ସବୁ ବିସଇଟାନେ ସାଉକାର୍ ଅଇଆଚାସ୍ । ବିସ୍ବାସେ ଡାଁଟ୍ଆଚାସ୍, ବାକିଅ ସିକାଇବାକେ ଜାନିଆଚାସ୍, ବାକିଅତେଇ ତମର୍ ଗିଆନ୍ ଜବର୍ ଆଚେ, ସଙ୍ଗର୍ ବିସ୍ବାସିମନ୍କେ ସାଇଜ କର୍ବାଟା ଆରି ଆମର୍ପାଇ ରଇବା ତମର୍ ଆଲାଦ୍ ବେସି ବଡ୍ ଆଚେ । ସେନ୍ତାରିସେ ଦାନ୍ ଦେବାଟାନେ ମିସା ଅଦିକ୍ ଅଦିକ୍ ଦିଆସ୍ ବଲି ଆମେ ମନ୍ କଲୁନି ।